Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସେଥିରେ ସେମାନେ କହିଲେ, ପ୍ରଭୁ ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ଡା ଅଛି। ପୁଣି, ସେ ସେମାନଙ୍କୁ କହିଲେ, “ଯଥେଷ୍ଟ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ସେଥିରେ ସେମାନେ କହିଲେ, ପ୍ରଭୋ, ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ତା ଅଛି। ପୁଣି, ସେ ସେମାନଙ୍କୁ କହିଲେ, ଯଥେଷ୍ଟ।

Gade chapit la Kopi

ଓଡିଆ ବାଇବେଲ

38 ସେଥିରେ ସେମାନେ କହିଲେ, ପ୍ରଭୁ ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ଡା ଅଛି । ପୁଣି, ସେ ସେମାନଙ୍କୁ କହିଲେ, ଯଥେଷ୍ଟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

38 ଶିଷ୍ୟମାନେ କହିଲେ, “ପ୍ରଭୁ, ଦେଖନ୍ତୁ, ଏଠାରେ ଦୁଇଟି ଖଣ୍ଡା ଅଛି!” ସେ ଉତ୍ତର ଦେଲେ, “ତାହା ଯଥେଷ୍ଟ।”

Gade chapit la Kopi

ପବିତ୍ର ବାଇବଲ

38 ଶିଷ୍ୟମାନେ କହିଲେ, ଦେଖନ୍ତୁ ପ୍ରଭୁ ଏଠାରେ ଦୁଇଟି ଖଣ୍ଡା ଅଛି, ଯୀଶୁ କହିଲେ, “ଦୁଇଟି ଖଣ୍ଡା ଯଥେଷ୍ଟ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:38
9 Referans Kwoze  

ଏଥିରେ କଅଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କଅଣ ଖଡ୍ଗରେ ଆଘାତ କରିବା?


ଯୀଶୁ ଉତ୍ତର ଦେଲେ, “ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୁଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍‍ସମ୍ବନ୍ଧୀୟ ନୁହେଁ।”


ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।


କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।


ଆଉ ଦେଖ, ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ।


ସେଥିରେ ସେ ସେମାନଙ୍କୁ କହିଲେ, “ମାତ୍ର ଏବେ, ଯାହାର ଟଙ୍କା ରଖିବାର ମୁଣା ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ବସ୍ତ୍ରଖଣ୍ଡକ ବିକି ଖଣ୍ଡା କିଣୁ।


Swiv nou:

Piblisite


Piblisite