Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ପରେ ସେମାନେ ତାହାଙ୍କୁ ଧରି ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ।

Gade chapit la Kopi

ଓଡିଆ ବାଇବେଲ

54 ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

54 ସେମାନେ ଯୀଶୁଙ୍କୁ ଗିରଫ କରି ତାଙ୍କୁ ପ୍ରଧାନ ଯାଜକଙ୍କ ଘରକୁ ନେଇଗଲେ; ପିତର କିଛି ଦୂରରେ ଥାଇ ତାଙ୍କ ପଛେ ପଛେ ଗଲେ।

Gade chapit la Kopi

ପବିତ୍ର ବାଇବଲ

54 ସେମାନେ ଯୀଶୁଙ୍କ ବନ୍ଦୀ କରି ମହାଯାଜକଙ୍କ ଘର ଭିତରକୁ ନେଇଗଲେ। ପିତର ସେମାନଙ୍କ ପଛେ ପଛେ ଗଲେ। କିନ୍ତୁ ସେ ଯୀଶୁଙ୍କ ପାଖାପାଖି ଆସୁ ନ ଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:54
7 Referans Kwoze  

ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।


ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ବନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ୱର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ିଦେଲେ।


ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।”


Swiv nou:

Piblisite


Piblisite