Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:58 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

58 ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ। କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

58 ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ। କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

58 ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ । କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

58 କିଛି ସମୟ ପରେ ଜଣେ ଲୋକ ପିତରଙ୍କୁ ଦେଖି କହିଲା, “ତୁମେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ!” କିନ୍ତୁ ପିତର ଉତ୍ତର ଦେଲେ, “ନା, ମୁଁ ନୁହେଁ।”

Gade chapit la Kopi

ପବିତ୍ର ବାଇବଲ

58 ଅଳ୍ପ କିଛି ସମୟ ପରେ ଆଉ ଜଣେ ଲୋକ ପିତରଙ୍କୁ ଦେଖି କହିଲା, “ଯୀଶୁଙ୍କ ଅନୁଗମନ କରୁଥିବା ଲୋକଙ୍କ ମଧ୍ୟରୁ ତୁମ୍ଭେ ମଧ୍ୟ ଜଣେ।” କିନ୍ତୁ ପିତର କହିଲେ, “ନା, ମୁଁ ନୁହେଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:58
5 Referans Kwoze  

ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ। ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କଅଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ।


କିନ୍ତୁ ସେ ଅସ୍ୱୀକାର କରି କହିଲେ, ହେ ନାରୀ, ମୁଁ ତାହାକୁ ଜାଣେ ନାହିଁ।


ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କଅଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି?


Swiv nou:

Piblisite


Piblisite