Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:65 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

65 ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

65 ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

65 ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ '

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

65 ସେମାନେ ତାଙ୍କୁ ଏହିପରି ଅନେକ ଅପମାନ ଦେଲେ।

Gade chapit la Kopi

ପବିତ୍ର ବାଇବଲ

65 ଲୋକମାନେ ଯୀଶୁଙ୍କୁ ଅନେକ କଦର୍ଯ୍ୟ କଥା କହିବାକୁ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:65
6 Referans Kwoze  

ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି।


ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ।


ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,


ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ବର ନିନ୍ଦା କରୁଅଛି।


Swiv nou:

Piblisite


Piblisite