Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:66 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

66 ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

66 ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ, ପୁଣି ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ।

Gade chapit la Kopi

ଓଡିଆ ବାଇବେଲ

66 ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

66 ସକାଳ ହେବା ପରେ ଧର୍ମନେତା, ମୁଖ୍ୟ ଯାଜକ ଓ ଧର୍ମଗୁରୁମାନେ ଏକତ୍ର ହେଲେ ଏବଂ ଯୀଶୁଙ୍କୁ ମହାସଭା ସମ୍ମୁଖକୁ ନିଆଗଲା।

Gade chapit la Kopi

ପବିତ୍ର ବାଇବଲ

66 ତା’ ପରଦିନ ସକାଳେ, ପ୍ରାଚୀନ ଯିହୂଦୀ ନେତା ଗଣ, ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ଏକାଠି ହେଲେ। ସେମାନେ ଯୀଶୁଙ୍କୁ ସେମାନଙ୍କର ସର୍ବୋଚ୍ଚ ନ୍ୟାୟଳୟକୁ ନେଇଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:66
7 Referans Kwoze  

ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍‍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ।


ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,


ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେଶକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମ ସହରକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।


ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।


Swiv nou:

Piblisite


Piblisite