Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:68 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

68 ପୁଣି, ମୁଁ ଯଦି ପ୍ରଶ୍ନ କରେ, ଆପଣମାନେ ଉତ୍ତର ଦେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

68 ପୁଣି, ମୁଁ ଯଦି ପ୍ରଶ୍ନ କରେ, ଆପଣମାନେ ଉତ୍ତର ଦେବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

68 ପୁଣି, ମୁଁ ଯଦି ପ୍ରଶ୍ନ କରେ, ଆପଣମାନେ ଉତ୍ତର ଦେବେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

68 ଆଉ ମୁଁ ଯଦି ତୁମକୁ ଗୋଟିଏ ପ୍ରଶ୍ନ ପଚାରେ, ତୁମ୍ଭେମାନେ ଉତ୍ତର ଦେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

68 ଏବଂ ମୁଁ ଯଦି ତୁମ୍ଭମାନଙ୍କୁ ପ୍ରଶ୍ନ ପଗ୍ଭରେ, ତେବେ ତୁମ୍ଭେମାନେ ତା'ର ଉତ୍ତର ଦେବ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:68
5 Referans Kwoze  

ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ।”


କିନ୍ତୁ ସେ ସେମାନଙ୍କୁ କହିଲେ, “ମୁଁ ଯଦି ଆପଣମାନଙ୍କୁ କହେ, ଆପଣମାନେ ତ ବିଶ୍ୱାସ କରିବେ ନାହିଁ;


କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଈଶ୍ବରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ।”


Swiv nou:

Piblisite


Piblisite