ଲୂକ ଲିଖିତ ସୁସମାଚାର 22:70 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT70 ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କଅଣ ଈଶ୍ବରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, “ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)70 ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କଅଣ ଈଶ୍ଵରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି। Gade chapit laଓଡିଆ ବାଇବେଲ70 ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କ'ଣ ଈଶ୍ୱରଙ୍କ ପୁତ୍ର ? ସେ ସେମାନଙ୍କୁ କହିଲେ, ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)70 ସେମାନେ ସମସ୍ତେ କହିଲେ, “ତୁମେ ତେବେ କ’ଣ ଈଶ୍ୱରଙ୍କ ପୁତ୍ର?” ସେ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ସେହି ବୋଲି ତୁମ୍ଭେମାନେ ତ କହୁଛ।” Gade chapit laପବିତ୍ର ବାଇବଲ70 ସେମାନେ ସମସ୍ତେ କହିଲେ, “ତେବେ କ’ଣ ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର?” ଯୀଶୁ ସେମାନଙ୍କୁ କହିଲେ, “ହଁ, ତୁମ୍ଭେ ଯାହା କହିଛ। ତାହା ଠିକ୍।” Gade chapit la |