ଲୂକ ଲିଖିତ ସୁସମାଚାର 23:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ର ଭାବରେ ଅଭିଯୋଗ କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ର ଭାବରେ ଅଭିଯୋଗ କରୁଥିଲେ। Gade chapit laଓଡିଆ ବାଇବେଲ10 ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ରଭାବରେ ଅଭିଯୋଗ କରୁଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)10 ମୁଖ୍ୟ ଯାଜକ ଓ ଧର୍ମଗୁରୁମାନେ ଆଗେଇ ଆସି ଯୀଶୁଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗମାନ କଲେ। Gade chapit laପବିତ୍ର ବାଇବଲ10 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ସେଠାରେ ଠିଆ ହୋଇଥିଲେ। ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ଆଣି ଚିତ୍କାର କରି କହୁଥିଲେ। Gade chapit la |