Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା।

Gade chapit la Kopi

ଓଡିଆ ବାଇବେଲ

12 ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ସେହି ଦିନ ହେରୋଦ ଓ ପିଲାତଙ୍କ ମଧ୍ୟରେ ବନ୍ଧୁତା ସ୍ଥାପିତ ହେଲା। ଏଥିପୂର୍ବରୁ ସେମାନେ ଶତ୍ରୁ ଥିଲେ।

Gade chapit la Kopi

ପବିତ୍ର ବାଇବଲ

12 ଅତୀତରେ ପୀଲାତ ଓ ହେରୋଦଙ୍କ ମଧ୍ୟରେ ବରାବର ଶତ୍ରୁତା ଲାଗି ରହୁଥିଲା କିନ୍ତୁ ସେହି ଦିନରୁ ସେ ଦୁହେଁ ବନ୍ଧୁ ହୋଇଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:12
5 Referans Kwoze  

କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,


ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ।


ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।


Swiv nou:

Piblisite


Piblisite