Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 [ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା।]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 [ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାଙ୍କୁ ଜଣେ ବନ୍ଦୀକି ମୁକ୍ତ କରିବାକୁ ହେଉଥିଲା।

Gade chapit la Kopi

ଓଡିଆ ବାଇବେଲ

17 [ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା ।]

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 (ପ୍ରତି ବର୍ଷ ନିସ୍ତାର ପର୍ବ ସମୟରେ ଇହୁଦୀ ଜାତିର ସମ୍ମାନାର୍ଥେ ଗୋଟିଏ ଇହୁଦୀ ବନ୍ଦୀକୁ ମୁକ୍ତ କରି ଦେବାକୁ ପଡ଼ୁଥିଲା।)

Gade chapit la Kopi

ପବିତ୍ର ବାଇବଲ

17

Gade chapit la Kopi




ଲୂକ ଲିଖିତ ସୁସମାଚାର 23:17
5 Referans Kwoze  

କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା।


ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ


ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର।


ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ।


କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୁଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କଅଣ ତୁମ୍ଭମାନଙ୍କର ଇଚ୍ଛା?


Swiv nou:

Piblisite


Piblisite