Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଳବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଳବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା।

Gade chapit la Kopi

ଓଡିଆ ବାଇବେଲ

19 ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଲବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 (ବିଦ୍ରୋହ ଓ ନରହତ୍ୟା ଅଭିଯୋଗରେ ବାରବ୍ବାକୁ ବନ୍ଦୀ କରାଯାଇଥିଲା।)

Gade chapit la Kopi

ପବିତ୍ର ବାଇବଲ

19 ବାର‌ବ୍‌ବା ନଗରରେ ଦଙ୍ଗା ଆରମ୍ଭ କରିଥିବା ଯୋଗୁଁ ଓ କେତେକ ଲୋକଙ୍କୁ ହତ୍ୟା କରିଥିବା ଯୋଗୁଁ କାରାଗାରରେ ବନ୍ଦୀ ହୋଇ ରହିଥିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:19
7 Referans Kwoze  

ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ଆପଣ ପୀଲାତଙ୍କ ନିକଟରେ ପ୍ରାର୍ଥନା କଲେ,


କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ତ ଗାଲିଲୀ ପ୍ରଦେଶଠାରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ଶିକ୍ଷା ଦେଇ ଲୋକସାଧାରଣଙ୍କୁ ମତାଉଅଛି।


ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି।


ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା।


ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର।


ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ।


ତେବେ, ଏଥିପୂର୍ବେ ଯେଉଁ ମିସରୀୟ ଲୋକ ବିଦ୍ରୋହ ଲଗାଇ ଚାରି ହଜାର ଡକାଇତମାନଙ୍କୁ ପ୍ରାନ୍ତରରୁ ଘେନିଯାଇଥିଲେ, ତୁମ୍ଭେ କି ସେହି ନୁହଁ?


Swiv nou:

Piblisite


Piblisite