Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ।

Gade chapit la Kopi

ଓଡିଆ ବାଇବେଲ

20 ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ପିଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ଲୋକମାନଙ୍କୁ ଆଉ ଥରେ ବୁଝାଇଲେ।

Gade chapit la Kopi

ପବିତ୍ର ବାଇବଲ

20 ପୀଲାତ ଯୀଶୁଙ୍କୁ ମୁକ୍ତ କରି ଦେବାକୁ ଗ୍ଭହୁଁଥିଲେ। ତେଣୁ ପୁଣି ଥରେ ପୀଲାତ ସେମାନଙ୍କୁ କହିଲେ ଯେ ସେ ଯୀଶୁଙ୍କୁ ଛାଡ଼ି ଦେବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:20
6 Referans Kwoze  

ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।


ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।


ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।


ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଳବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା।


କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ।


Swiv nou:

Piblisite


Piblisite