ଲୂକ ଲିଖିତ ସୁସମାଚାର 23:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)22 ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ତର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା। Gade chapit laଓଡିଆ ବାଇବେଲ22 ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି ? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା । Gade chapit laପବିତ୍ର ବାଇବଲ (CL) NT (BSI)22 ପିଲାତ ତୃତୀୟ ଥର ସେମାନଙ୍କୁ କହିଲେ, “କିନ୍ତୁ ସେ କି ଦୋଷ କରିଛି? ସେ ମୃତ୍ୟୁ ଭୋଗିବା ଭଳି କୌଣସି କାର୍ଯ୍ୟ କରିଥିବା ମୁଁ ଦେଖି ନାହିଁ। ମୁଁ ତାକୁ କୋରଡ଼ା ପ୍ରହାର କରି ଛାଡ଼ି ଦେବି।” Gade chapit laପବିତ୍ର ବାଇବଲ22 ତୃତୀୟ ଥର ପାଇଁ ପୀଲାତ ସେମାନଙ୍କୁ କହିଲେ, “କାହିଁକି, ସେ କ’ଣ ଭୁଲ୍ କରିଛନ୍ତି? ସେ ଦୋଷୀ ନୁହନ୍ତି। ତାହାଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ମୁଁ କୌଣସି କାରଣ ଦେଖି ପାରୁ ନାହିଁ। ତେଣୁ ତାହାଙ୍କୁ ସାମାନ୍ୟ ଦଣ୍ଡ ଦେବା ପରେ ମୁଁ ତାହାଙ୍କୁ ଛାଡ଼ି ଦେବି।” Gade chapit la |