Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବୀ କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା।

Gade chapit la Kopi

ଓଡିଆ ବାଇବେଲ

23 ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 କିନ୍ତୁ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇବା ପାଇଁ ସେମାନେ ଖୁବ୍ ଜୋର୍ରେ ଚିକ୍ରାର କଲେ, ଶେଷର ସେମାନଙ୍କ ଚିକ୍ରାରର ଜୟ ହେଲା।

Gade chapit la Kopi

ପବିତ୍ର ବାଇବଲ

23 କିନ୍ତୁ ଲୋକମାନେ ଚିତ୍କାର କରିବାକୁ ଲାଗିଲେ। ସେମାନେ ଦାବି କଲେ ଯେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିଦିଅ। ସେମାନଙ୍କର ପାଟିତୁଣ୍ଡ ଏତେ ତୀବ୍ର ହେଲା ଯେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 23:23
7 Referans Kwoze  

ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।


ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।


କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ତ ଗାଲିଲୀ ପ୍ରଦେଶଠାରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ଶିକ୍ଷା ଦେଇ ଲୋକସାଧାରଣଙ୍କୁ ମତାଉଅଛି।


କିନ୍ତୁ ପିତର ଦୃଢ଼ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ପୁଣି, ସମସ୍ତେ ମଧ୍ୟ ସେହି ପ୍ରକାର କହିଲେ।


ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା।


ପୁଣି, ସେମାନଙ୍କର ଦାବି ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ;


Swiv nou:

Piblisite


Piblisite