ଲୂକ ଲିଖିତ ସୁସମାଚାର 23:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)25 କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବୀ କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ। Gade chapit laଓଡିଆ ବାଇବେଲ25 କିନ୍ତୁ ବିପ୍ଲବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧିନରେ ସମର୍ପଣ କଲେ । Gade chapit laପବିତ୍ର ବାଇବଲ (CL) NT (BSI)25 ସେମାନଙ୍କ ଦାବୀ ପୂରଣ କରି ବିଦ୍ରୋହ ଓ ହତ୍ୟା ଅଭିଯୋଗରେ କାରାଗାରରେ ବନ୍ଦୀ ହୋଇଥିବା ଲୋକଟିକୁ ମୁକ୍ତ କରିଦେଲେ। ପୁଣି ଯୀଶୁଙ୍କୁ ଦଣ୍ଡ ଦେବା ପାଇଁ ସେମାନଙ୍କ ହାତରେ ସମର୍ପଣ କଲେ। Gade chapit laପବିତ୍ର ବାଇବଲ25 ଲୋକମାନେ ବାରବ୍ବାକୁ ମୁକ୍ତ ହୋଇ ଗ୍ଭଲିଯିବାକୁ ଗ୍ଭହୁଁଥିଲେ। ବାରବ୍ବା ନରହତ୍ୟା ଓ ବିଦ୍ରୋହ ଅପରାଧରେ କାରାଗାରରେ ଥିଲା। ପୀଲାତ ବାରବ୍ବାଙ୍କୁ ମୁକ୍ତ କରିଦେଲେ। ପୀଲାତ ଯୀଶୁଙ୍କୁ ମାରିଦେବା ପାଇଁ ଲୋକମାନଙ୍କ ହାତରେ ସମର୍ପି ଦେଲେ। ଲୋକମାନେ ତାହା ଗ୍ଭହୁଁଥିଲେ। Gade chapit la |