ଲୂକ ଲିଖିତ ସୁସମାଚାର 23:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)32 ପୁଣି, ପ୍ରାଣଦଣ୍ତ ଭୋଗିବା ନିମନ୍ତେ ଦୁଇଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ। Gade chapit laଓଡିଆ ବାଇବେଲ32 ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)32 ଆଉ ଦୁଇ ଜଣ ଅପରାଧୀଙ୍କୁ ମଧ୍ୟ ଯୀଶୁଙ୍କ ସହିତ ମୃତ୍ୟୁ ଦଣ୍ଡ ଭୋଗ କରିବା ପାଇଁ ନିଆଗଲା। Gade chapit laପବିତ୍ର ବାଇବଲ32 ଯୀଶୁଙ୍କ ସହିତ ମୃତ୍ୟୁ ଦଣ୍ଡ ଦିଆଯିବା ପାଇଁ ଆଉ ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆ ଯାଉଥିଲା। Gade chapit la |