Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଆଉ, ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।

Gade chapit la Kopi

ଓଡିଆ ବାଇବେଲ

33 ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ସେମାନେ ସମସ୍ତେ ‘ଖପୁରି ସ୍ଥାନ’ ନାମକ ସ୍ଥାନରେ ପହଞ୍ଚିବା ପରେ ଯୀଶୁଙ୍କୁ ସେଠାରେ କ୍ରୁଶବିଦ୍ଧ କରାଗଲା ଏବଂ ଦୁଇ ଜଣ ଅପରାଧୀମାନଙ୍କ ମଧ୍ୟରୁ ଜଣକୁ ତାଙ୍କର ଡ଼ାହାଣ ପାଖରେ ଓ ଅନ୍ୟ ଜଣକୁ ତାଙ୍କର ବାମ ପାଖରେ କ୍ରୁଶବିଦ୍ଧ କରାଗଲା।

Gade chapit la Kopi

ପବିତ୍ର ବାଇବଲ

33 ‘କପାଳ’ ନାମକ ସ୍ଥାନକୁ ଯୀଶୁ ଓ ସେହି ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆଗଲା। ସେଠାରେ ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ସେମାନେ ସେହି ଅପରାଧୀମାନଙ୍କ ମଧ୍ୟରୁ ଜଣକୁ ଯୀଶୁଙ୍କ ଡାହାଣ ପାଖରେ ଓ ଅନ୍ୟ ଜଣକୁ ଯୀଶୁଙ୍କ ବାମ ପାଖରେ ରଖିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:33
19 Referans Kwoze  

ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।


ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ।


ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।


ତେବେ ତାହାର ଶବ ରାତ୍ରିସାରା ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହି ଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ୱରଙ୍କ ଅଭିଶାପ ପାତ୍ର ଅଟେ। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ।


ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର ତାହାଙ୍କୁ ଉଠାଇଅଛନ୍ତି।


ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;


ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,


ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର।


“ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।”


ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।”


କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।


Swiv nou:

Piblisite


Piblisite