ଲୂକ ଲିଖିତ ସୁସମାଚାର 23:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ବରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)35 ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ, ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦ୍ରୂପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ଵରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ। Gade chapit laଓଡିଆ ବାଇବେଲ35 ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ । ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ୱରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ । Gade chapit laପବିତ୍ର ବାଇବଲ (CL) NT (BSI)35 ଲୋକମାନେ ସେଠାରେ ଏସବୁ ଦେଖୁଥିଲେ। ଇହୁଦୀ ନେତାମାନେ ବିଦ୍ରୂପ କରି କହିଲେ, “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲା। ଯଦି ସେ ଈଶ୍ୱରଙ୍କର ମନୋନୀତ ମସୀହ, ତେବେ ସେ ନିଜକୁ ରକ୍ଷା କରୁ।” Gade chapit laପବିତ୍ର ବାଇବଲ35 ଲୋକମାନେ ସେଠାରେ ଠିଆ ହୋଇ ଯୀଶୁଙ୍କୁ ଲକ୍ଷ୍ୟ କରୁଥିଲେ। ଯିହୂଦୀ ନେତାମାନେ ଯୀଶୁଙ୍କୁ ଉପହାସ କରୁଥିଲେ। ସେମାନେ କହୁଥିଲେ, “ଯଦି ସେ ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରନ୍ତୁ। ସେ ଅନ୍ୟ ଲୋକଙ୍କୁ ରକ୍ଷା କରିଥିଲେ। ନୁହେଁ କି?” Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”