Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୁଦୀମାନଙ୍କର ରାଜା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ପୁଣି, ତାହାଙ୍କ ଊର୍ଦ୍ଧ୍ଵରେ ଏହି ଲିପି ମଧ୍ୟ ଲେଖାଥିଲା, ଏ ଯିହୁଦୀମାନଙ୍କର ରାଜା।

Gade chapit la Kopi

ଓଡିଆ ବାଇବେଲ

38 ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, "ଏ ଯିହୂଦୀମାନଙ୍କର ରାଜା ।"

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

38 ତାଙ୍କ ମସ୍ତକର ଉଦ୍ଧ୍ୱର୍ରେ ଏକ ବିଜ୍ଞପ୍ତି ଝୁଲେଇ ଦିଆଯାଇଥିଲା। ସେଥିରେ ଲେଖାଯାଇଥିଲା। “ଏ ଇହୁଦୀମାନଙ୍କ ରାଜା।”

Gade chapit la Kopi

ପବିତ୍ର ବାଇବଲ

38 କ୍ରୁଶରେ ଉପରି ଭାଗରେ ଲେଖା ଯାଇଥିଲା: “ଏ ଯିହୂଦୀମାନଙ୍କର ରାଜା।”

Gade chapit la Kopi




ଲୂକ ଲିଖିତ ସୁସମାଚାର 23:38
9 Referans Kwoze  

ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।


ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ।


ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”


ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।


ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ।


ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।


ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜା? ଯୀଶୁ କହିଲେ, “ଆପଣ କହୁଅଛନ୍ତି।”


“ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”


Swiv nou:

Piblisite


Piblisite