Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଆଉ କ୍ରୁଶରେ ଚଢ଼ାଯାଇଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କଅଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଆଉ, କ୍ରୁଶରେ ଚଢ଼ାଯାଇଥିବା ଦୁଷ୍କର୍ମକାରୀ-ମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କଅଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର।

Gade chapit la Kopi

ଓଡିଆ ବାଇବେଲ

39 ଆଉ କ୍ରୁଶରେ ଚଢ଼ାଯାଇ ଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କ'ଣ ଖ୍ରୀଷ୍ଟ ନୋହୁଁ ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

39 କ୍ରୁଶରେ ଟଙ୍ଗା ହୋଇଥିବା ଅପରାଧିମାନଙ୍କ ମଧ୍ୟରୁ ଜଣେ ତାଙ୍କୁ ଅପମାନ ଦେଇ କହିଲା: "ତୁମେ କ'ଣ ମସୀହ ନୁହଁ? ନିଜକୁ ଓ ଆମକୁ ରକ୍ଷା କର।”

Gade chapit la Kopi

ପବିତ୍ର ବାଇବଲ

39 ଝୁଲୁଥିବା ଅପରାଧୀ ଦୁହିଁଙ୍କ ଭିତରୁ ଜଣେ ଯୀଶୁଙ୍କୁ ନିନ୍ଦା କରି କହିବାକୁ ଲାଗିଲା, “ତୁମ୍ଭେ କ’ଣ ଖ୍ରୀଷ୍ଟ ନୁହଁ? ତେବେ ତୁମ୍ଭେ ନିଜକୁ ରକ୍ଷା କର ଓ ଆମ୍ଭକୁ ମଧ୍ୟ ରକ୍ଷା କର।”

Gade chapit la Kopi




ଲୂକ ଲିଖିତ ସୁସମାଚାର 23:39
6 Referans Kwoze  

ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ।


ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।


ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ବରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ।


ତୁ ଯଦି ଯିହୁଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର।


କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ବରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?


Swiv nou:

Piblisite


Piblisite