ଲୂକ ଲିଖିତ ସୁସମାଚାର 23:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଶତ-ସେନାପତି ଏହି ଘଟଣା ଦେଖି ଈଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)47 ଶତସେନାପତି ଏହି ଘଟଣା ଦେଖି ଈଶ୍ଵରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ। Gade chapit laଓଡିଆ ବାଇବେଲ47 ଶତସେନାପତି ଏହି ଘଟଣା ଦେଖି ଈଶ୍ୱରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)47 ସେନାଧ୍ୟକ୍ଷ ଏହି ଘଟଣା ଦେଖି ଈଶ୍ୱରଙ୍କ ପ୍ରଶଂସା କରି କହିଲେ, “ପ୍ରକୃତରେ ଏ ଜଣେ ମହାଧାର୍ମିକ ବ୍ୟକ୍ତି ଥିଲେ।” Gade chapit laପବିତ୍ର ବାଇବଲ47 ସେନାଧ୍ୟକ୍ଷ ସେଠାରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ୱରଙ୍କୁ ପ୍ରଶଂସା କଲେ, “ମୁଁ ଜାଣେ ଯେ, ଏହି ମନୁଷ୍ୟ ଜଣେ ଉତ୍ତମ ବ୍ୟକ୍ତି ଥିଲେ!” Gade chapit la |