Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ ପୁଣି, ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ, ପୁଣି ଈଶ୍ଵରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ।

Gade chapit la Kopi

ଓଡିଆ ବାଇବେଲ

51 ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ ପୁଣି, ଈଶ୍ୱରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:51
13 Referans Kwoze  

ଆଉ ଦେଖ, ଯିରୂଶାଲମ ସହରରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ।


ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମ ସହରର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।


ହାରାମାଥୀୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ।


ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; “ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।


ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।


ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।


ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।


ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍‍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍‍କାନା, ସେ ସୂଫର ବୃଦ୍ଧ ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର;


ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍‍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;


ବେଳ ଗଡ଼ିଆସନ୍ତେ, ଯୋଷେଫ ନାମକ ହାରାମାଥୀୟାର ଜଣେ ଧନୀ ଲୋକ ଆସିଲେ, ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ହୋଇଥିଲେ।


ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ,


Swiv nou:

Piblisite


Piblisite