Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ସେହି ଦିନ ଆୟୋଜନ ଦିନ ଥିଲା, ପୁଣି, ବିଶ୍ରାମବାର ନିକଟ ହୋଇ ଆସୁଥିଲା

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ସେହି ଦିନ ଆୟୋଜନ ଦିନ ଥିଲା, ପୁଣି ବିଶ୍ରାମବାର ନିକଟ ହୋଇ ଆସୁଥିଲା।

Gade chapit la Kopi

ଓଡିଆ ବାଇବେଲ

54 ସେହି ଦିନ ଆୟୋଜନ ଦିନ ଥିଲା, ପୁଣି, ବିଶ୍ରାମବାର ନିକଟ ହୋଇ ଆସୁଥିଲା

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

54 ସେଦିନ ଶୁକ୍ରବାର ଥିଲା, ବିଶ୍ରାମବାରର ଆରମ୍ଭ ସମୟ।

Gade chapit la Kopi

ପବିତ୍ର ବାଇବଲ

54 ଏହା ପ୍ରସ୍ତୁତି ଦିବସର ଶେଷ ସମୟ ଥିଲା। ବିଶ୍ରାମ ଦିବସ ପାଖେଇ ଆସୁଥିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:54
6 Referans Kwoze  

ତହିଁ ଆରଦିନ, ଅର୍ଥାତ୍‍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ,


ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାର ଦିନରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୁଦୀମାନେ ପୀଲାତଙ୍କୁ ଅନୁରୋଧ କଲେ।


ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍‍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,


ଅତଏବ, ଯିହୁଦୀମାନଙ୍କର ଆୟୋଜନ ଦିନ ହେତୁ ସେହି ସ୍ଥାନରେ ସେମାନେ ଯୀଶୁଙ୍କୁ ରଖିଦେଲେ, କାରଣ ସେହି ସମାଧି ନିକଟରେ ଥିଲା।


ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ଅପରାହ୍ନ ପ୍ରାୟ ବାର ଘଣ୍ଟା ହୋଇଥିଲା। ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା!


ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧି-ସ୍ଥାନରେ ତାହାଙ୍କୁ ଥୋଇଲେ।


Swiv nou:

Piblisite


Piblisite