ଲୂକ ଲିଖିତ ସୁସମାଚାର 24:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏମାନେ ମଗ୍ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଏମାନେ ମଗ୍ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ, ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ। Gade chapit laଓଡିଆ ବାଇବେଲ10 ଏମାନେ ମଗ୍ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମାତା ମରିୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହି ସବୁ ବିଷୟ ଜଣାଇଲେ । Gade chapit laପବିତ୍ର ବାଇବଲ (CL) NT (BSI)10 ଯେଉଁ ସ୍ତ୍ରୀ ଲୋକମାନେ ପ୍ରେରିତ ଶିଷ୍ୟମାନଙ୍କୁ ଏସବୁ ବିଷୟ ଜଣାଇଲେ, ସେମାନେ ହେଉଛନ୍ତି - ମଗ୍ଦଲିନୀ ମରିୟମ, ଯୋହାନା, ଯାକୁବଙ୍କ ମାତା ମରିୟମ ଓ ଅନ୍ୟାନ୍ୟ ସ୍ତ୍ରୀ ଲୋକମାନେ। Gade chapit laପବିତ୍ର ବାଇବଲ10 ସେହି ସ୍ତ୍ରୀ ଲୋକମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମା ମରିୟମ ଓ ଅନ୍ୟମାନେ ଥିଲେ। ଏମାନେ ପ୍ରେରିତମାନଙ୍କୁ ସବୁ ବିଷୟ ଜଣାଇଲେ। Gade chapit la |