ଲୂକ ଲିଖିତ ସୁସମାଚାର 24:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ ପ୍ରଳାପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ଅବିଶ୍ଵାସ କଲେ। Gade chapit laଓଡିଆ ବାଇବେଲ11 ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)11 କିନ୍ତୁ ପ୍ରେରିତ ଶିଷ୍ୟମାନେ ଭାବିଲେ ଯେ ଏସବୁ ସ୍ତ୍ରୀ ଲୋକମାନଙ୍କର କପୋଳକଳ୍ପିତ କଥା, ତେଣୁ ସେମାନେ ବିଶ୍ୱାସ କଲେ ନାହିଁ। Gade chapit laପବିତ୍ର ବାଇବଲ11 କିନ୍ତୁ ପ୍ରେରିତମାନେ ସ୍ତ୍ରୀଲୋକମାନଙ୍କ କଥାରେ ଆଦୌ ବିଶ୍ୱାସ କଲେ ନାହିଁ। ସେମାନଙ୍କୁ ଏହା ପାଗଳ କଥା ପରି ଲାଗିଲା। Gade chapit la |