ଲୂକ ଲିଖିତ ସୁସମାଚାର 24:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)19 ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ଵର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ, Gade chapit laଓଡିଆ ବାଇବେଲ19 ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା ? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ, Gade chapit laପବିତ୍ର ବାଇବଲ (CL) NT (BSI)19 “କେଉଁ ଘଟଣା”? ସେ ପଚାରିଲେ। ସେମାନେ ଉତ୍ତର ଦେଲେ, “ନାଜରିତର ଯୀଶୁଙ୍କ ପ୍ରତି ଯାହା ସବୁ ଘଟିଲା। ସେ ଜଣେ ଭାବବାଦୀ ଥିଲେ। ଈଶ୍ୱରଙ୍କ ଦୃଷ୍ଟିରେ ଓ ଲୋକମାନଙ୍କ ବିଚାରରେ ସେ ଜଣେ ଅତି ଶକ୍ତିଶାଳୀ ବ୍ୟକ୍ତି ଥିଲେ। ତାଙ୍କର ସମସ୍ତ କାର୍ଯ୍ୟ ଓ କଥାରୁ ଏହା ଜଣାପଡ଼ୁଥିଲା। Gade chapit laପବିତ୍ର ବାଇବଲ19 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁ ଘଟଣା ଗୁଡ଼ିକ ବିଷୟରେ କହୁଛ?” ଲୋକମାନେ ଯୀଶୁଙ୍କୁ କହିଲେ, “ନାଜରିତୀୟ ଯୀଶୁଙ୍କ ବିଷୟରେ। ସେ ପରମେଶ୍ୱର ଓ ଲୋକମାନଙ୍କ ପାଇଁ ଜଣେ ମହାନ୍ ଭବିଷ୍ୟଦ୍ବକ୍ତା ଥିଲେ। ସେ ବହୁତ ଗୁଡ଼ିଏ ଶକ୍ତିଶାଳୀ କାର୍ଯ୍ୟ କରିଥିଲେ ଓ କହିଥିଲେ। Gade chapit la |