Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଉ ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ତ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହିସମସ୍ତ ବିଷୟ।

Gade chapit la Kopi

ଓଡିଆ ବାଇବେଲ

20 ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଆମର ମୁଖ୍ୟ ଯାଜକ ଓ ଶାସକମାନେ ତାଙ୍କୁ ମୃତ୍ୟୁ ଦଣ୍ଡ ଭୋଗିବା ପାଇଁ ଶତ୍ରୁ ହସ୍ତରେ ସମର୍ପଣ କଲେ ଓ ସେ କ୍ରୁଶବିଦ୍ଧ ହେଲେ।

Gade chapit la Kopi

ପବିତ୍ର ବାଇବଲ

20 କିନ୍ତୁ ଆମ୍ଭର ପ୍ରଧାନଯାଜକ ଓ ଶାସକମାନେ ତାହାଙ୍କୁ ମୃତ୍ୟୁଦଣ୍ଡ ଦିଆଯିବା ପାଇଁ ଅର୍ପଣ କରିଦେଲେ ଏବଂ ତାହାଙ୍କୁ କ୍ରୁଶରେ ବଧ କଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:20
14 Referans Kwoze  

ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,


ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ।


ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ।


ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍‍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ।


ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ?


ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;


ସେହି ଯିହୁଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡ଼ନା କଲେ; ସେମାନେ ଈଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,


Swiv nou:

Piblisite


Piblisite