Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ତାହାଙ୍କୁ ଦେଖିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

24 ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ତା’ପରେ ଆମ ଦଳର କେତେକ, ସମାଧିକୁ ଯାଇ ସ୍ତ୍ରୀମାନଙ୍କ କହିବାନୁସାରେ ସେଠାରେ ଠିକ୍ ସେହିପରି ସବୁ ଦେଖି ଆସିଲେ, କିନ୍ତୁ ଯୀଶୁଙ୍କୁ ସେମାନେ କେହି ଦେଖି ନାହାନ୍ତି।”

Gade chapit la Kopi

ପବିତ୍ର ବାଇବଲ

24 ତା'ପରେ ଆମ୍ଭ ଦଳ ଭିତରୁ କେତେ ଜଣ ମଧ୍ୟ ସମାଧି ପାଖକୁ ଗଲେ। ସ୍ତ୍ରୀଲୋକମାନଙ୍କୁ କହିବା ଅନୁସାରେ କବରଟି ମଧ୍ୟ ଖାଲି ଥିଲା, ସେମାନେ ଭିତରକୁ ଗ୍ଭହିଁଲେ, କିନ୍ତୁ ସେମାନେ ଯୀଶୁଙ୍କୁ ସେଠାରେ ପାଇଲେ ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 24:24
5 Referans Kwoze  

[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।]


ତାହାପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ।


ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି।


ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,


Swiv nou:

Piblisite


Piblisite