ଲୂକ ଲିଖିତ ସୁସମାଚାର 24:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?” Gade chapit laପବିତ୍ର ବାଇବଲ (Re-edited) - (BSI)26 ଏହିସମସ୍ତ ଦୁଃଖ ଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା? Gade chapit laଓଡିଆ ବାଇବେଲ26 ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ? Gade chapit laପବିତ୍ର ବାଇବଲ (CL) NT (BSI)26 ଏସବୁ ଦୁଃଖ ଭୋଗ ପରେ ତାଙ୍କର ଗୌରବରେ ପ୍ରବେଶ କରିବା କ’ଣ ମସୀହଙ୍କର ଆବଶ୍ୟକ ନ ଥିଲା?” Gade chapit laପବିତ୍ର ବାଇବଲ26 ଭବିଷ୍ୟଦ୍ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମାରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।” Gade chapit la |