Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆଉ, ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ, ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ।

Gade chapit la Kopi

ଓଡିଆ ବାଇବେଲ

28 ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଯେଉଁ ଗ୍ରାମକୁ ଯାଉଥିଲେ, ତାହାର ନିକଟବର୍ତ୍ତୀ ହେବାବେଳେ ସେମାନେ ଦେଖିଲେ ଯେ ଯୀଶୁ ଆଗକୁ ଯିବାକୁ ଚାହୁଁଛନ୍ତି।

Gade chapit la Kopi

ପବିତ୍ର ବାଇବଲ

28 ଯେଉଁ ଗାଁକୁ ସେମାନଙ୍କର ଯିବାକୁ ଥିଲା, ସେମାନେ ସେ ଗାଁକୁ ପାଖରେ ପହଞ୍ଚିଗଲେ। ଯୀଶୁ ସେମାନଙ୍କ ସହିତ ଏଭଳି ବ୍ୟବହାର କଲେ, ପ୍ରକୃତରେ ଯେପରି ତାହାଙ୍କର ଆଗକୁ ଯିବାକୁ ଦରକାର ଅଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:28
5 Referans Kwoze  

ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ।


ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।”


ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼, କାରଣ ପ୍ରଭାତ ହେଲା।” ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”


“ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।”


କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ।


Swiv nou:

Piblisite


Piblisite