Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ସେମାନେ କହୁଥିଲେ, ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

34 ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 “ପ୍ରକୃତରେ ପ୍ରଭୁ ମୃତ୍ୟୁରୁ ଉଠିଛନ୍ତି। ସେ ଶିମୋନକୁ ଦର୍ଶନ ଦେଇଛନ୍ତି!”

Gade chapit la Kopi

ପବିତ୍ର ବାଇବଲ

34 ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ କହୁଥିଲେ, “ପ୍ରକୃତରେ, ପ୍ରଭୁ ମୃତ୍ୟୁରୁ ଜୀବିତ ହୋଇ ଉଠିଛନ୍ତି। ସେ ଶିମୋନଙ୍କୁ ଦେଖା ଦେଇଛନ୍ତି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 24:34
7 Referans Kwoze  

ସେ କୈଫାଙ୍କୁ, ଆଉ, ତାହା ପରେ ଦ୍ୱାଦଶଙ୍କୁ ଦର୍ଶନ ଦେଲେ;


କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ।


ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, “ରୋଦନ କର ନାହିଁ।”


ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କଅଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?


ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,”


ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟଗୁଡ଼ିକ କହିଲେ।


Swiv nou:

Piblisite


Piblisite