Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ମାତ୍ର ସେମାନେ ତ୍ରାସଯୁକ୍ତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ।

Gade chapit la Kopi

ଓଡିଆ ବାଇବେଲ

37 ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ସେମାନେ ଭୂତ ଦେଖୁଛନ୍ତି ଭାବି ଭୟଭୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ

37 ଏଥିରେ ଶିଷ୍ୟମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଡରିଗଲେ। ସେମାନେ ଭାବିଲେ ଯେ, ସେମାନେ ଗୋଟିଏ ଭୂତ ଦେଖୁଛନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:37
7 Referans Kwoze  

ତହୁଁ ରାଜା ତାହାକୁ କହିଲେ, “ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, “ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।”


ସେମାନେ ତାହାକୁ କହିଲେ, ତୁ ବାୟାଣୀ। କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା। ସେମାନେ କହିଲେ, ଏ ତାଙ୍କର ଦୂତ।


ସେଥିରେ ସେ କହିଲେ, ‘ହେ ପିତା ଅବ୍ରହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ-ପରିବର୍ତ୍ତନ କରିବେ।’


ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍‌ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?


Swiv nou:

Piblisite


Piblisite