Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ବୁଦ୍ଧିରୂପ ଦ୍ଵାର ଉନ୍ମୁକ୍ତ କଲେ;

Gade chapit la Kopi

ଓଡିଆ ବାଇବେଲ

45 ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

45 ତା’ପରେ ଧର୍ମଶାସ୍ତ୍ରର ଅର୍ଥ ବୁଝିବା ପାଇଁ ସେ ସେମାନଙ୍କ ମନକୁ ଉନ୍ମୁକ୍ତ କଲେ

Gade chapit la Kopi

ପବିତ୍ର ବାଇବଲ

45 ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ଯୀଶୁ ସେମାନଙ୍କୁ ସବୁ ବୁଝାଇଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:45
13 Referans Kwoze  

ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।


ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।


ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।”


ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”


ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?


ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ?


ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି,


“ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,


Swiv nou:

Piblisite


Piblisite