Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ, ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ଵେଷଣ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

5 ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଚ୍ଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଭୟଭୀତ ହୋଇ ସ୍ତ୍ରୀ ଲୋକମାନେ ନତମସ୍ତକ ହୋଇ ଠିଆହେଲେ। ଦିବ୍ୟପୁରୁଷମାନେ ସେମାନଙ୍କୁ କହିଲେ, “ଯେ ଜୀବିତ, ତୁମ୍ଭେମାନେ ତାଙ୍କୁ ମୃତମାନଙ୍କ ମଧ୍ୟରେ କାହିଁକି ଖୋଜୁଛ?

Gade chapit la Kopi

ପବିତ୍ର ବାଇବଲ

5 ସ୍ତ୍ରୀ ଲୋକମାନେ ଖୁବ୍ ଡରିଗଲେ। ସେମାନେ ତାହାଙ୍କର ମୁଣ୍ଡ ନୁଆଁଇଲେ। ସେହି ଦୁଇଜଣ ଦୂତ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଜଣେ ମୃତ ଲୋକକୁ ଏଠାରେ କାହିଁକି ଖୋଜୁଛ? ଏହା ତ ମୃତ ଲୋକମାନଙ୍କର ସ୍ଥାନ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:5
15 Referans Kwoze  

“ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।


“ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,


ଏଥିରେ ଦେଖ, ମନୁଷ୍ୟ-ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, “ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ।


ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।


ପୁଣି, ସେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ!” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ।”


କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ।


ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;


ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,”


କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।


Swiv nou:

Piblisite


Piblisite