Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ସମାଧିରୁ ବାହୁଡ଼ିଯାଇ ଏକାଦଶ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ଵାଦ ଦେଲେ।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଓ ଅନ୍ୟ ସମସ୍ତଙ୍କୁ ଏହି ସବୁ ସମ୍ବାଦ ଦେଲେ ।

Gade chapit la Kopi

ପବିତ୍ର ବାଇବଲ

9 ସେହି ସ୍ତ୍ରୀଲୋକମାନେ ସମାଧି ସ୍ଥାନ ଛାଡ଼ି ଏଗାର ଜଣ ପ୍ରେରିତ ଓ ସମସ୍ତ ଅନ୍ୟ ଶିଷ୍ୟମାନଙ୍କ ପାଖରେ ଯାଇ ପହଞ୍ଚିଲେ। ସମାଧି ଭିତରେ ଯାହା ଘଟିଥିଲା, ସେତକ ଗୋଟି ଗୋଟି କରି ସେମାନଙ୍କୁ କହିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:9
6 Referans Kwoze  

ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ।


ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,


ଏମାନେ ମଗ୍‌ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ।


Swiv nou:

Piblisite


Piblisite