ଲୂକ ଲିଖିତ ସୁସମାଚାର 3:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ। Gade chapit laପବିତ୍ର ବାଇବଲ (Re-edited) - (BSI)22 ପୁଣି ପବିତ୍ର ଆତ୍ମା ଦୈହିକଭାବେ କପୋତ ପରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ, ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ। Gade chapit laଓଡିଆ ବାଇବେଲ22 ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ । Gade chapit laପବିତ୍ର ବାଇବଲ (CL) NT (BSI)22 ଏବଂ ପବିତ୍ର ଆତ୍ମା ଏକ କପୋତ ରୂପରେ ତାଙ୍କ ଉପରେ ଅବତରଣ କଲେ। ସ୍ୱର୍ଗରୁ ଏହି ବାଣୀ ଉଚ୍ଚାରିତ ହେଲା, “ତୁମେ ମୋର ପ୍ରିୟ ପୁତ୍ର, ତୁମ ପ୍ରତି ମୁଁ ଅତୀବ ପ୍ରୀତ।” Gade chapit laପବିତ୍ର ବାଇବଲ22 ପବିତ୍ରଆତ୍ମା ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ ଓ ସେ କପୋତ ପରି ଦେହ ଧାରଣ କରିଥିଲେ। ଆକାଶବାଣୀ ହେଲା: “ତୁମ୍ଭେ ମୋର ପ୍ରିୟ ପୁତ୍ର। ମୁଁ ତୁମ୍ଭ ଉପରେ ଅତ୍ୟନ୍ତ ସନ୍ତୁଷ୍ଟ।” Gade chapit la |