Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଲୀୟାକୀମ ମଲାହଙ୍କ ପୁତ୍ର, ମଲାହ ମନ୍ନାଙ୍କ ପୁତ୍ର, ମନ୍ନା ମତ୍ତଥାଙ୍କ ପୁତ୍ର, ମତ୍ତଥା ନାଥନଙ୍କ ପୁତ୍ର, ନାଥନ ଦାଉଦଙ୍କ ପୁତ୍ର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଏଲୀୟାକୀମ ମଲାହଙ୍କ ପୁତ୍ର, ମଲାହ ମନ୍ନାଙ୍କ ପୁତ୍ର, ମନ୍ନା ମତ୍ତଥାଙ୍କ ପୁତ୍ର, ମତ୍ତଥା ନାଥନଙ୍କ ପୁତ୍ର, ନାଥନ ଦାଉଦଙ୍କ ପୁତ୍ର,

Gade chapit la Kopi

ଓଡିଆ ବାଇବେଲ

31 ଏଲିୟାକୀମ ମଲାହଙ୍କ ପୁତ୍ର, ମଲାହ ମନ୍ନାଙ୍କ ପୁତ୍ର, ମନ୍ନା ମତ୍ତଥାଙ୍କ ପୁତ୍ର, ମତ୍ତଥା ନାଥନଙ୍କ ପୁତ୍ର, ନାଥନ ଦାଉଦଙ୍କ ପୁତ୍ର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ଏଲିୟାକିମ୍ ମେଲିଆଙ୍କ ପୁତ୍ର, ମେଲିଆ ମେନ୍ନାଙ୍କ ପୁତ୍ର, ମେନ୍ନା ମତାଥାଙ୍କ ପୁତ୍ର, ମତାଥା ନାଥନ୍‌ଙ୍କ ପୁତ୍ର, ନାଥନ୍ ଦାଉଦଙ୍କ ପୁତ୍ର,

Gade chapit la Kopi

ପବିତ୍ର ବାଇବଲ

31 ଏଲିୟାକୀମ ମଲାହଙ୍କ ପୁତ୍ର। ମଲାହ ମନ୍ନାଙ୍କ ପୁତ୍ର। ମନ୍ନା ମତ୍ତଥାଙ୍କ ପୁତ୍ର। ମତ୍ତଥା ନାଥନଙ୍କ ପୁତ୍ର। ନାଥନ ଦାଉଦଙ୍କ ପୁତ୍ର।

Gade chapit la Kopi




ଲୂକ ଲିଖିତ ସୁସମାଚାର 3:31
6 Referans Kwoze  

ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍‍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍‍ଶୂୟାଠାରୁ ଜାତ;


ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା:- ଶମ୍ମୂୟ ଓ ଶୋବବ୍‍ ଓ ନାଥନ ଓ ଶଲୋମନ


ପୁଣି ଦେଶ, ପ୍ରତ୍ୟେକ ଗୋଷ୍ଠୀ ନିଜେ ନିଜେ ଶୋକ କରିବେ; ଦାଉଦ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ନାଥନ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ;


ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍‍, ନାଥନ, ଶଲୋମନ,


ଲେବୀ ଶିମିୟୋନଙ୍କ ପୁତ୍ର, ଶିମିୟୋନ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋଷେଫଙ୍କ ପୁତ୍ର, ଯୋଷେଫ ଯୋନାମଙ୍କ ପୁତ୍ର, ଯୋନାମ ଏଲୀୟାକୀମଙ୍କ ପୁତ୍ର,


ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,


Swiv nou:

Piblisite


Piblisite