Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଶାସ୍ତ୍ରରେ ଲେଖାଅଛି, “‘ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ଲେଖା ଅଛି, ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;

Gade chapit la Kopi

ଓଡିଆ ବାଇବେଲ

10 କାରଣ ଲେଖା ଅଛି, ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କାରଣ ଧର୍ମଶାସ୍ତ୍ରରେ ଲେଖାଅଛି, ‘ଈଶ୍ୱର ତୁମର ଯତ୍ନ ନେବା ପାଇଁ ସ୍ୱର୍ଗଦୂତମାନଙ୍କୁ ଆଦେଶ ଦେବେ।’

Gade chapit la Kopi

ପବିତ୍ର ବାଇବଲ

10 ଶାସ୍ତ୍ରରେ ଲେଖାଅଛି: ‘ପରମେଶ୍ୱର ତାହାଙ୍କର ଦୂତମାନଙ୍କୁ ତୁମ୍ଭର ଯତ୍ନ ନେବା ପାଇଁ ଆଜ୍ଞା ଦେବେ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 4:10
6 Referans Kwoze  

ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?


ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ।


ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ।


ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣ ଈଶ୍ବରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ।’”


ଆଉ ଲେଖାଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”


Swiv nou:

Piblisite


Piblisite