Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

19 ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ଓ ପ୍ରଭୁ ତାଙ୍କ ଲୋକମାନଙ୍କୁ ରକ୍ଷା କରିବାର ସମୟ ଯେ ଉପସ୍ଥିତ, ଏହା ଘୋଷଣା କରିବାକୁ ସେ ମୋତେ ପ୍ରେରଣ କରିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

19 ଓ ପ୍ରଭୁଙ୍କ ଅନୁଗ୍ରହର ସମୟ ଘୋଷଣା କରିବାକୁ ପ୍ରଭୁ ମୋତେ ପଠାଇଛନ୍ତି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 4:19
8 Referans Kwoze  

ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;


କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।


“ତୁ, ହଁ, ତୁ ହିଁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।


ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।


ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୋବେଲ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାରଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।”


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


Swiv nou:

Piblisite


Piblisite