Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, “ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ ସଫଳ ହେଲା।

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସେତେବେଳେ ସେ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ରରେ ଏହି ଯେଉଁ ଅଂଶ ଶୁଣିଲ, ତାହା ଆଜି ସଫଳ ହେଲା।”

Gade chapit la Kopi

ପବିତ୍ର ବାଇବଲ

21 ଯୀଶୁ ସେମାନଙ୍କୁ କହିଲେ, “ମୁଁ ପୁସ୍ତକରୁ ଯେଉଁ ଅଂଶ ବର୍ତ୍ତମାନ ପାଠକଲି, ତାହା ତୁମ୍ଭେମାନେ ଶୁଣିଲା ବେଳେ ଶାସ୍ତ୍ରରେ ଏହି ବାକ୍ୟ ଏବେ ସଫଳ ହେଲା।”

Gade chapit la Kopi




ଲୂକ ଲିଖିତ ସୁସମାଚାର 4:21
9 Referans Kwoze  

କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।


ଆଉ ଯିଶାଇୟ ଭାବବାଦୀଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;


ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକଙ୍କୁ ତାହା ଫେରାଇଦେଇ ବସିଲେ। ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା।


ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?


Swiv nou:

Piblisite


Piblisite