Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,

Gade chapit la Kopi

ଓଡିଆ ବାଇବେଲ

28 ସମାଜଗୃହରେ ଏହି ସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଏକଥା ଶୁଣି, ସମାଜ ଗୃହରେ ଉପସ୍ଥିତ ଥିବା ଲୋକମାନେ କ୍ରୋଧାନ୍ୱିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

28 ସମାଜଗୃହରେ ଥିବା ସବୁଲୋକେ ଯୀଶୁଙ୍କ ଏହି କଥା ସବୁ ଶୁଣି ଖୁବ୍ ରାଗିଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:28
13 Referans Kwoze  

ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।


ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ।


କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରିପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ।


ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍‍କୀୟ ରାଜପୁତ୍ରର କୂପରେ ପକାଇଦେଲେ; ଅର୍ଥାତ୍‍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଲାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।


ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।


ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ।


ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠରୋଗୀମାନେ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ।”


ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;


Swiv nou:

Piblisite


Piblisite