Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏହି ପଥରକୁ ରୋଟୀ ହେବା ପାଇଁ ଆଜ୍ଞା ଦିଅ।

Gade chapit la Kopi

ଓଡିଆ ବାଇବେଲ

3 ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଶୟତାନ ତାଙ୍କୁ କହିଲା, “ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକୁ ଆଦେଶ ଦେଇ ରୋଟିରେ ପରିଣତ କର।”

Gade chapit la Kopi

ପବିତ୍ର ବାଇବଲ

3 ଶୟତାନ ଯୀଶୁଙ୍କୁ କହିଲା, “ତୁମ୍ଭେ ଯଦି ପରମେଶ୍ୱରଙ୍କ ସନ୍ତାନ ତେବେ ଏହି ପଥରଟିକୁ କୁହ, ସେ ରୋଟୀ ହୋଇଯାଉ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 4:3
4 Referans Kwoze  

ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୁଟି ହେବା ପାଇଁ ଆଜ୍ଞା ଦିଅ।”


ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।


ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ।


ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ।’”


Swiv nou:

Piblisite


Piblisite