Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ।

Gade chapit la Kopi

ଓଡିଆ ବାଇବେଲ

40 ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ସୂର୍ଯ୍ୟାସ୍ତ ପରେ ଲୋକେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇଥିବା ସେମାନଙ୍କ ବନ୍ଧୁମାନଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ସେ ପ୍ରତ୍ୟେକଙ୍କ ଉପରେ ତାଙ୍କର ହାତ ରଖି ସମସ୍ତଙ୍କୁ ସୁସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ

40 ସୂର୍ଯ୍ୟ ଅସ୍ତ ହୋଇଯିବା ପରେ ଲୋକମାନେ ସେମାନଙ୍କର ରୋଗୀ ଲୋକମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ସେମାନଙ୍କଠାରେ ବିଭିନ୍ନ ପ୍ରକାରର ରୋଗ ଥିଲା। ଯୀଶୁ ନିଜ ହାତ ରୋଗୀମାନଙ୍କ ଉପରେ ରଖି ସେମାନଙ୍କୁ ସୁସ୍ଥ କରିଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:40
12 Referans Kwoze  

ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ।


ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣା ଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦ-ଆତ୍ମାଗୁଡ଼ାକ ବାହାରିଯାଉଥିଲେ।


ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ।


କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।


ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ। ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍‍ଗମନ କଲେ;


ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;


ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରିପାରିଲେ ନାହିଁ।


Swiv nou:

Piblisite


Piblisite