ଲୂକ ଲିଖିତ ସୁସମାଚାର 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହିପ୍ରକାର ବିସ୍ମୟାନ୍ଵିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ। Gade chapit laଓଡିଆ ବାଇବେଲ10 ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ । ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ । Gade chapit laପବିତ୍ର ବାଇବଲ (CL) NT (BSI)10 ଶିମୋନଙ୍କ ସଙ୍ଗୀ ଯାକୁବ ଓ ଯୋହନ ମଧ୍ୟ ସେହିପରି ବିସ୍ମିତ ହେଲେ। ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ବର୍ତ୍ତମାନଠାରୁ ତୁମେ ମନୁଷ୍ୟ ଧରିବ।” Gade chapit laପବିତ୍ର ବାଇବଲ10 ଜେବଦୀଙ୍କ ଦୁଇ ପୁଅ ଯାକୁବ ଓ ଯୋହନ ମଧ୍ୟ ସେହିଭଳି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଶିମୋନଙ୍କ ସାଙ୍ଗରେ ଏକାଠି କାମ କରୁଥିଲେ। ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ। ବର୍ତ୍ତମାନଠାରୁ ତୁମ୍ଭେମାନେ ମାଛ ବଦଳରେ ମଣିଷକୁ ସଂଗ୍ରହ କରିବା କାମ କରିବ।” Gade chapit la |