ଲୂକ ଲିଖିତ ସୁସମାଚାର 5:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦିୟା ପ୍ରଦେଶ ଓ ଯିରୂଶାଲମ ସହରରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)17 ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି ଯିହୁଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ବ୍ୟବସ୍ଥାଧ୍ୟାପକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି, ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା। Gade chapit laଓଡିଆ ବାଇବେଲ17 ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ । ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା । Gade chapit laପବିତ୍ର ବାଇବଲ (CL) NT (BSI)17 ଦିନେ ଯୀଶୁ ଶିକ୍ଷା ଦେଉଥିବା ସମୟରେ ଗାଲିଲୀ ଓ ଯିହୂଦା ପ୍ରଦେଶର ସହରମାନଙ୍କରୁ ଓ ଯିରୂଶାଲମରୁ ଆସିଥିବା ଫାରୁଶୀ ଓ ଧର୍ମଗୁରୁମାନେ ସେଠାରେ ବସିଥିଲେ। ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ଯୀଶୁଙ୍କଠାରେ ପ୍ରଭୁଙ୍କ ଶକ୍ତି ଥିଲା। Gade chapit laପବିତ୍ର ବାଇବଲ17 ଦିନେ ଯୀଶୁ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ସେଠାରେ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ମଧ୍ୟ ବସିଥିଲେ। ସେମାନେ ଗାଲିଲୀର ପ୍ରତ୍ୟେକ ନଗରରୁ, ଯିହୂଦା ତଥା ଯିରୁଶାଲମରୁ ଆସିଥିଲେ। ପ୍ରଭୁ ଲୋକଙ୍କୁ ସୁସ୍ଥ କରି ଦେବା ପାଇଁ ଯୀଶୁଙ୍କୁ ଶକ୍ତି ଦେଉଥିଲେ। Gade chapit la |