ଲୂକ ଲିଖିତ ସୁସମାଚାର 5:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କହିବାକୁ ଲାଗିଲେ, ଏ ଯେ ଈଶ୍ବର ନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ? Gade chapit laପବିତ୍ର ବାଇବଲ (Re-edited) - (BSI)21 ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କହିବାକୁ ଲାଗିଲେ, ଏ ଯେ ଈଶ୍ଵରନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ଵରଙ୍କ ବିନା ଆଉ କିଏ ପାପକ୍ଷମା କରି ପାରେ? Gade chapit laଓଡିଆ ବାଇବେଲ21 ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କରିବାକୁ ଲାଗିଲେ, ଏ ଯେ ଈଶ୍ୱର ନିନ୍ଦା କରୁଅଛି, ଏ କିଏ ? କେବଳ ଈଶ୍ୱରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ ? Gade chapit laପବିତ୍ର ବାଇବଲ (CL) NT (BSI)21 ଧର୍ମଗୁରୁ ଓ ଫାରୁଶୀମାନେ ପରସ୍ପରକୁ କୁହାକୋହି ହେଲେ, “ଏ ଲୋକ ଈଶ୍ୱର ନିନ୍ଦା କରି କଥା କହୁଛି। ସେ କିଏ? ଏକମାତ୍ର ଈଶ୍ୱର ହିଁ ପାପ କ୍ଷମା କରିପାରନ୍ତି।” Gade chapit laପବିତ୍ର ବାଇବଲ21 ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଭାବିବାକୁ ଲାଗିଲେ, “ଏ ଲୋକ କିଏ? ଏ ପରମେଶ୍ୱରଙ୍କୁ ଅପମାନ କରୁଛି। କେବଳ ପରମେଶ୍ୱର ପାପକ୍ଷମା କରିପାରନ୍ତି?” Gade chapit la |