Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା,’ ବା, ‘ଉଠ, ଚାଲ ବୋଲି କହିବା?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କଅଣ ସହଜ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା?

Gade chapit la Kopi

ଓଡିଆ ବାଇବେଲ

23 କ'ଣ ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ‘ତୁମର ପାପସବୁ କ୍ଷମା ହୋଇଛି’ ବୋଲି କହିବା ସହଜ ନା, ‘ଉଠି ଚାଲ’ ବୋଲି କହିବା ସହଜ?

Gade chapit la Kopi

ପବିତ୍ର ବାଇବଲ

23 କଅଣ କହିବା ସରଳ? ପକ୍ଷାଘାତ ରୋଗୀଟିକୁ କହିବା ଯେ ‘ତୁମ୍ଭ ପାପକ୍ଷମା କରି ଦିଆଗଲା’ ନା ଏ କଥା କହିବା ଯେ ଉଠ ଓ ଗ୍ଭଲ?’

Gade chapit la Kopi




ଲୂକ ଲିଖିତ ସୁସମାଚାର 5:23
6 Referans Kwoze  

କଅଣ ସହଜ? ପକ୍ଷାଘାତ ରୋଗୀକୁ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା?


କାରଣ କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା’ ବୋଲି କହିବା, ବା, ‘ଉଠ, ଚାଲ’ ବୋଲି କହିବା?


ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା।”


କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?


କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ।”


ଆଉ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ପାପସବୁ କ୍ଷମା ହୋଇଅଛି।”


Swiv nou:

Piblisite


Piblisite