Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ସେମାନେ ସେହି କ୍ଷେପରେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାଙ୍କ ସଙ୍ଗୀ ସମସ୍ତେ ବିସ୍ମୟାନ୍ଵିତ ହେଲେ;

Gade chapit la Kopi

ଓଡିଆ ବାଇବେଲ

9 କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ସେ ଓ ତାଙ୍କ ସହିତ ଥିବା ଅନ୍ୟମାନେ ସମସ୍ତେ ଏତେ ମାଛ ଧରିପାରି ଥିବାରୁ ବିସ୍ମିତ ହେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 5:9
8 Referans Kwoze  

ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା।


କାରଣ ଯୀଶୁ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ସେଥିପାଇଁ ସେମାନେ ଅତ୍ୟନ୍ତ ଭୀତ ହୋଇଥିଲେ।


ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।


ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି।


ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;


କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।


ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।”


ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ।


Swiv nou:

Piblisite


Piblisite