ଲୂକ ଲିଖିତ ସୁସମାଚାର 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ, Gade chapit laପବିତ୍ର ବାଇବଲ (Re-edited) - (BSI)13 ପ୍ରଭାତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ଦ୍ଵାଦଶ ଜଣଙ୍କୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ; Gade chapit laଓଡିଆ ବାଇବେଲ13 ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ, Gade chapit laପବିତ୍ର ବାଇବଲ (CL) NT (BSI)13 ପରଦିନ ପ୍ରତ୍ୟୁଷରେ ତାଙ୍କର ଶିଷ୍ୟମାନଙ୍କୁ ପାଖକୁ ଡ଼ାକିଲେ ଓ ସେମାନଙ୍କ ମଧ୍ୟରୁ ବାର ଜଣଙ୍କୁ ମନୋନୀତ କରି “ପ୍ରେରିତ” ନାମ ଦେଲେ। Gade chapit laପବିତ୍ର ବାଇବଲ13 ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଡାକିଲେ। ସେ ସେମାନଙ୍କ ମଧ୍ୟରୁ ବାରଜଣଙ୍କୁ ବାଛିଲେ। ସେ ଏହି ଶିଷ୍ୟମାନଙ୍କୁ ‘ପ୍ରେରିତ’ ନାମ ଦେଲେ। Gade chapit la |