ଲୂକ ଲିଖିତ ସୁସମାଚାର 6:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର। Gade chapit laପବିତ୍ର ବାଇବଲ (Re-edited) - (BSI)28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପମାନ କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର। Gade chapit laଓଡିଆ ବାଇବେଲ28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର । Gade chapit laପବିତ୍ର ବାଇବଲ (CL) NT (BSI)28 ଯେଉଁମାନେ ତୁମକୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର ଓ ଯେଉଁମାନେ ତୁମ ପ୍ରତି ଦୁର୍ବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର। ଯଦି କେହି ତୁମର ଗୋଟିଏ ଗାଲରେ ମାରେ, ତେବେ ତାକୁ ଅନ୍ୟ ଗାଲଟି ମଧ୍ୟ ଦେଖାଇ ଦିଅ। Gade chapit laପବିତ୍ର ବାଇବଲ28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦେଉଛନ୍ତି, ପରମେଶ୍ୱରଙ୍କୁ ପ୍ରାର୍ଥନା କର ଯେ ସେ ସେମାନଙ୍କୁ ଆଶୀର୍ବାଦ କରନ୍ତୁ। ଯେଉଁମାନେ ତୁମ୍ଭମାନଙ୍କୁ ଆପମାନ ଦେଉଛନ୍ତି, ତୁମ୍ଭେମାନେ ସେମାନଙ୍କ ପାଇଁ ପ୍ରାର୍ଥନା କର। Gade chapit la |
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;